Antarjyami Sahu
Indian politician
Intro | Indian politician | |
Places | India | |
is | Politician | |
Work field | Politics | |
Gender |
| |
Religion: | Hinduism | |
Death | 1 August 2003 |
ଅନ୍ତର୍ଯ୍ୟାମୀ ସାହୁ (ମୃତ୍ୟୁ: ୧ ଅଗଷ୍ଟ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ପରାଧୀନ ଭାରତର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ସ୍ୱାଧୀନତା ପୂର୍ବରୁ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଅନ୍ତର୍ଯ୍ୟାମୀ ଭାରତ ସ୍ୱାଧୀନ ହେବା ପୂର୍ବରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ଓଡ଼ିଶାରେ ହୋଇଥିବା ୨ୟ ସାଧାରଣ ନିର୍ବାଚନରେ ସେ ସ୍ୱାଧୀନ ପ୍ରାର୍ଥୀ ଭାବରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୪୬ ମସିହାରୁ ୧୯୫୨ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଅନ୍ତର୍ଯ୍ୟାମୀ ସାହୁ ୨୦୦୩ ମସିହାର ଅଗଷ୍ଟ ମାସ ୧ ତାରିଖରେ ମୃତ୍ୟୁବରଣ କରିଥିଲେ ।