Baidhar Singh

Indian politician
The basics

Quick Facts

IntroIndian politician
PlacesIndia
wasPolitician
Work fieldPolitics
Gender
Male
Birth10 May 1926
Death25 December 2009 (aged 83 years)
Star signTaurus
The details

Biography

ବାଇଧର ସିଂହ (୧୦ ମଇ ୧୯୨୬ - ୨୫ ଡିସେମ୍ବର ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ବାଇଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ବାଇଧର ସିଂହ ୧୯୨୬ ମସିହାର ମଇ ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅନନ୍ତ ଚରଣ ବଳିଆର ସିଂହ ଏବଂ ପତ୍ନୀଙ୍କ ନାମ ରଙ୍ଗଲତା ସିଂହ । ବାଇଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍‌ରୁ କମ ।

ରାଜନୈତିକ ଜୀବନ

ବାଇଧର ସିଂହ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ବାଇଧର ୨୦୦୯ ମସିହାର ଡିସେମ୍ବର ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article on 24 Apr 2020. The contents are available under the CC BY-SA 4.0 license.