Balakrishna Mallick

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
isPolitician
Work fieldPolitics
Gender
Male
Death1955
Politics:Independent Politician
The details

Biography

ବାଳକୃଷ୍ଣ ମଲ୍ଲିକ (ମୃତ୍ୟୁ: ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ - ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ

ବାଳକୃଷ୍ଣ ଓଡ଼ିଶା ରାଜନୀତିରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ବାଳକୃଷ୍ଣ ୧୯୫୫ ମସିହାରେ ମୃତ୍ୟୁବରଣ କରିଥିଲେ । ୪ ଅଗଷ୍ଟ ୧୯୫୫ରେ ବିଧାନ ସଭା ଗୃହରେ ତାଙ୍କ ପାଇଁ ଶୋକ ପାଳନ କରାଯାଇଥିଲା ।

ଆଧାର

The contents of this page are sourced from Wikipedia article on 02 Oct 2023. The contents are available under the CC BY-SA 4.0 license.