Biography
Lists
Also Viewed
Quick Facts
Intro | Indian politician | |||
Places | India | |||
was | Politician | |||
Work field | Politics | |||
Gender |
| |||
Religion: | Hinduism | |||
Birth | 7 May 1935 | |||
Death | 24 January 2007 (aged 71 years) | |||
Star sign | Taurus | |||
Politics: | Swatantra Party | |||
Positions Held |
|
Biography
ଭାବଗ୍ରାହୀ ନାୟକ (୭ ମଇ ୧୯୩୫ - ୨୪ ଜାନୁଆରୀ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଭାବଗ୍ରାହୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ଭାବଗ୍ରାହୀ ନାୟକ ୧୯୩୫ ମସିହାର ମଇ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ନାୟକ ଏବଂ ପତ୍ନୀଙ୍କ ନାମ ସୁପ୍ରଭା ନାୟକ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।
ରାଜନୈତିକ ଜୀବନ
ଭାବଗ୍ରାହୀ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥଲେ ।
ମୃତ୍ୟୁ
ଭାବଗ୍ରାହୀ ନାୟକ ୨୦୦୭ ମସିହାର ଜାନୁଆରୀ ମାସ ୨୪ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।