Bharat Das

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
wasPolitician
Work fieldPolitics
Gender
Male
Birth25 February 1904
Death13 June 1998 (aged 94 years)
Star signPisces
Politics:Communist Party Of India
The details

Biography

ଭରତ ଦାସ (୨୫ ଫେବୃଆରୀ ୧୯୦୪ - ୧୩ ଜୁନ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ଭରତ ଦାସ ୧୯୦୪ ମସିହାର ଫେବୃଆରୀ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗଜି ଦାସ ।

ରାଜନୈତିକ ଜୀବନ

ଭରତ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ଭରତ ୧୯୯୮ ମସିହାର ଜୁନ ୧୩ ତାରିଖରେ ୯୪ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 23 Sep 2023. The contents are available under the CC BY-SA 4.0 license.