Brundaban Chandra Singh
Indian politician
Intro | Indian politician | |||
Places | India | |||
is | Politician | |||
Work field | Politics | |||
Gender |
| |||
Death | 1966 | |||
Politics: | Indian National Congress | |||
Positions Held |
|
ବୃନ୍ଦାବନ ଚନ୍ଦ୍ର ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବୃନ୍ଦାବନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବୃନ୍ଦାବନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ବୃନ୍ଦାବନ ୧୯୬୬ ମସିହାରେ ମୃତ୍ୟୁବରଣ କରିଥିଲେ । ୨୧ ଫେବୃଆରୀ ୧୯୬୬ରେ ତାଙ୍କ ପାଇଁ ବିଧାନ ସଭାରେ ଶୋକ ପାଳନ କରାଯାଇଥିଲା ।