Chitaranjan Kar

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
wasPolitician
Work fieldPolitics
Gender
Male
Birth24 February 1928
Death16 August 2004 (aged 76 years)
Star signPisces
Politics:Indian National Congress
The details

Biography

ଚିତ୍ତରଞ୍ଜନ କର (୨୪ ଫେବୃଆରୀ ୧୯୨୮ - ୧୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବା ଓ ଶିକ୍ଷା

ଚିତ୍ତରଞ୍ଜନ କର ୧୯୨୮ ମସିହାର ଫେବୃଆରୀ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରୁଷଭ କର ଏବଂ ପତ୍ନୀଙ୍କ ନାମ ଶୈବାଳିନୀ କର।

ରାଜନୈତିକ ଜୀବନ

ଚିତ୍ତରଞ୍ଜନ କର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ଚିତ୍ତରଞ୍ଜନ କର ୨୦୦୪ ମସିହାର ଅଗଷ୍ଟ ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 29 Nov 2023. The contents are available under the CC BY-SA 4.0 license.