Debaraja Sahu
Indian politician
Intro | Indian politician | |||
A.K.A. | Debaraj Sahu | |||
A.K.A. | Debaraj Sahu | |||
Places | India | |||
is | Politician | |||
Work field | Politics | |||
Gender |
| |||
Religion: | Hinduism | |||
Birth | 3 January 1929 | |||
Age | 96 years | |||
Star sign | Capricorn | |||
Politics: | Utkal Congress | |||
Positions Held |
|
ଦେବରାଜ ସାହୁ (ଜନ୍ମ: ୩ ଜାନୁଆରୀ ୧୯୨୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଦେବରାଜ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଦେବରାଜ ସାହୁ ୧୯୨୯ ମସିହାର ଜାନୁଆରୀ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଟଙ୍କଧର ସାହୁ ଓ ପତ୍ନୀଙ୍କ ନାମ ତରଙ୍ଗବାଳା ସାହୁ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବିଜ୍ଞାନରେ ସ୍ନାତକ ଓ ପରେ ସେ ଓକିଲାତି ପଢ଼ିଥିଲେ ।
ଦେବରାଜ ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।