Durga Charan Nayak

Indian politician
The basics

Quick Facts

IntroIndian politician
PlacesIndia
isPolitician
Work fieldPolitics
Gender
Male
Positions Held
Member of the Fourth Odisha Legislative Assembly(8 March 1967—5 January 1971)
The details

Biography

ଦୁର୍ଗା ଚରଣ ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ଦୁର୍ଗା ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ଦୁର୍ଗା ଚରଣ ନାୟକଙ୍କ ବାପାଙ୍କ ନାମ ଯୁଜେସ୍ତି ନାୟକ ଏବଂ ତାଙ୍କ ପତ୍ନୀଙ୍କ ନାମ ବିଳାସିନୀ ଦେଈ । ବିମଳଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।

ରାଜନୈତିକ ଜୀବନ

ଦୁର୍ଗା ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।

ଆଧାର

The contents of this page are sourced from Wikipedia article on 21 Nov 2024. The contents are available under the CC BY-SA 4.0 license.