Fakir Charan Dash

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
wasPolitician
Work fieldPolitics
Gender
Male
Birth22 June 1922
Death19 May 2000 (aged 77 years)
Star signCancer
Politics:Praja Socialist Party
The details

Biography

ଫକୀର ଚରଣ ଦାସ (୨୨ ଜୁନ ୧୯୨୨ - ୧୯ ମଇ ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ଫକୀର ଚରଣ ଦାସ ୧୯୨୨ ମସିହାର ଜୁନ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।

ରାଜନୈତିକ ଜୀବନ

ଫକୀର ଓଡ଼ିଶା ରାଜନୀତିରେ ପ୍ରଜା ସମାଜବାଦୀ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ଫକୀର ୨୦୦୦ ମସିହାର ମଇ ୧୯ ତାରିଖରେ ୭୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 21 Sep 2023. The contents are available under the CC BY-SA 4.0 license.