Gatikrushna Swain

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
isPolitician
Work fieldPolitics
Gender
Male
Death25 April 1993
Politics:Communist Party Of India
The details

Biography

ଗତିକୃଷ୍ଣ ସ୍ୱାଇଁ (ମୃତ୍ୟୁ: ୨୫ ଅପ୍ରେଲ ୧୯୯୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ଗତିକୃଷ୍ଣ ସ୍ୱାଇଁଙ୍କ ବାପାଙ୍କ ନାମ ସିଧି ସ୍ୱାଇଁ ଓ ପତ୍ନୀଙ୍କ ନାମ ମନୋରମା ଦେବୀ ।

ରାଜନୈତିକ ଜୀବନ

ଗତିକୃଷ୍ଣ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ଗତିକୃଷ୍ଣ ୧୯୯୩ ମସିହାର ଅପ୍ରେଲ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 22 Sep 2023. The contents are available under the CC BY-SA 4.0 license.