Guru Nayak

Indian politician from Odisha
The basics

Quick Facts

IntroIndian politician from Odisha
PlacesIndia
wasPolitician
Work fieldPolitics
Gender
Male
Birth1 January 1927
Death16 December 1995 (aged 69 years)
Star signCapricorn
The details

Biography

ଗୁରୁ ନାୟକ (୧ ଜାନୁଆରୀ ୧୯୨୭ - ୧୬ ଡିସେମ୍ବର ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ଗୁରୁ ନାୟକ ୧୯୨୭ ମସିହାରେ ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦେବ ନାୟକ ଓ ପତ୍ନୀଙ୍କ ନାମ ପାର୍ବତୀ ନାୟକ ।

ରାଜନୈତିକ ଜୀବନ

ଗୁରୁ ନାୟକ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ଗୁରୁ ନାୟକ ୧୯୯୫ ମସିହାର ଡିସେମ୍ବର ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article on 26 Dec 2023. The contents are available under the CC BY-SA 4.0 license.