Harihar Bhoi
Indian politician
Intro | Indian politician | |||
Places | India | |||
is | Politician | |||
Work field | Politics | |||
Gender |
| |||
Religion: | Hinduism | |||
Death | 1 January 1990 | |||
Politics: | Orissa Jana Congress | |||
Positions Held |
|
ହରିହର ଭୋଇ (ମୃତ୍ୟୁ: ୧ ଜାନୁଆରୀ ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ହରିହର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲିପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ହରିହର ଭୋଇଙ୍କ ବାପାଙ୍କ ନାମ ଭାଗବତ ଭୋଇ ଓ ପତ୍ନୀଙ୍କ ନାମ ମନୋରମା ଭୋଇ । ହରିହରଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ରୁ କମ ଥିଲା ।
ହରିହର ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ହରିହର ଭୋଇ ୧୯୯୦ ମସିହାର ଜାନୁଆରୀ ମାସ ୧ ତାରିଖରେ ମୃତ୍ୟୁବରଣ କରିଥିଲେ ।