Harihar Das
Indian politician from Odisha
Intro | Indian politician from Odisha | |
Places | India | |
was | Politician | |
Work field | Politics | |
Gender |
| |
Birth | 1 November 1922 | |
Death | 11 August 1999 (aged 76 years) | |
Star sign | Scorpio | |
Politics: | Indian National Congress |
ହରିହର ଦାସ (୧ ଜାନୁଆରୀ ୧୯୨୨ - ୧୧ ଅଗଷ୍ଟ ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁରୁଷୋତ୍ତମପୁର ଓ ପଶ୍ଚିମ କୋଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ହରିହର ଦାସ ୧୯୨୨ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଶ୍ୱନାଥ ଦାସ ।
ହରିହର ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।
ହରିହର ଦାସ ୧୯୯୯ ମସିହାର ଅଗଷ୍ଟ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା ।