Jadav Majhi
Indian politician
Intro | Indian politician | |
A.K.A. | Jadab Majhi | |
A.K.A. | Jadab Majhi | |
Places | India | |
was | Politician | |
Work field | Politics | |
Gender |
| |
Birth | 21 August 1924 | |
Death | 11 January 2000 (aged 75 years) | |
Star sign | Leo |
ଯାଦବ ମାଝୀ (୨୧ ଅଗଷ୍ଟ ୧୯୨୪ - ୧୧ ଜାନୁଆରୀ ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଯାଦବ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସ୍ୱାଧୀନ ଭାରତର ପ୍ରଥମ ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଯାଦବ ମାଝୀ ୧୯୨୪ ମସିହାର ଅଗଷ୍ଟ ମାସ ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାଳିଆ ମାଝୀ ।
ଯାଦବ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ଯାଦବ ମାଝୀ ୨୦୦୦ ମସିହାର ଜାନୁଆରୀ ମାସ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା ।