Laichhan Naik

Indian politician from Odisha
The basics

Quick Facts

IntroIndian politician from Odisha
PlacesIndia
isPolitician
Work fieldPolitics
Gender
Male
Death12 September 1979
Politics:All India Ganatantra Parishad
The details

Biography

ଲାଇଚନ ନାଏକ (ମୃତ୍ୟୁ: ୧୨ ସେପ୍ଟେମ୍ବର ୧୯୭୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ଲାଇଚନ ନାଏକଙ୍କ ବାପାଙ୍କ ନାମ ମାଧବ ନାଏକ ଓ ପତ୍ନୀଙ୍କ ନାମ କାନ୍ଦରିମଣି ନାୟକ ।

ରାଜନୈତିକ ଜୀବନ

ଲାଇଚନ ନାଏକ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ଲାଇଚନ ନାଏକ ୧୯୭୯ ମସିହାର ସେପ୍ଟେମ୍ବର ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 22 Dec 2023. The contents are available under the CC BY-SA 4.0 license.