Madan Dehuri

Indian politician
The basics

Quick Facts

IntroIndian politician
PlacesIndia
isPolitician
Work fieldPolitics
Gender
Male
Religion:Hinduism
Death28 December 1971
Politics:Communist Party Of India
Positions Held
Member of the First Odisha Legislative Assembly(1952—1957)
The details

Biography

ମଦନ ଦେହୁରୀ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମଦନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ ପରିବାର ଓ ଶିକ୍ଷା

ମଦନଙ୍କ ବାପାଙ୍କ ନାମ ଭାରତ ଦେହୁରୀ ଓ ପତ୍ନୀଙ୍କ ନାମ ଜୀରା ଦେହୁରୀ ।

ରାଜନୈତିକ ଜୀବନ

ମଦନ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ମଦନ ୧୯୭୧ ମସିହାର ଡିସେମ୍ବର ମାସ ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 28 Nov 2024. The contents are available under the CC BY-SA 4.0 license.