Madan Mohan Pradhan

Indian politician
The basics

Quick Facts

IntroIndian politician
PlacesIndia
wasPolitician
Work fieldPolitics
Gender
Male
Religion:Hinduism
Birth18 May 1904
Death11 October 1993 (aged 89 years)
Star signTaurus
Politics:Indian National Congress
Positions Held
Member of the Third Odisha Legislative Assembly(1961—1967)
The details

Biography

ମଦନ ମୋହନ ପ୍ରଧାନ (୧୮ ମଇ ୧୯୦୪ - ୧୧ ଅକ୍ଟୋବର ୧୯୯୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମଦନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ତାଳଚେର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ମଦନ ମୋହନ ପ୍ରଧାନ ୧୯୦୪ ମସିହାର ମଇ ମାସ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପାଣ୍ଡବ ପ୍ରଧାନ ଓ ପତ୍ନୀଙ୍କ ନାମ ମେନକା ପ୍ରଧାନ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।

ରାଜନୈତିକ ଜୀବନ

ମଦନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ମଦନ ମୋହନ ପ୍ରଧାନ ୧୯୯୩ ମସିହାର ଅକ୍ଟୋବର ମାସ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article on 22 Nov 2024. The contents are available under the CC BY-SA 4.0 license.