Madhab Chandra Rautray

Indian politician
The basics

Quick Facts

IntroIndian politician
PlacesIndia
wasPolitician
Work fieldPolitics
Gender
Male
Religion:Hinduism
Birth6 June 1923
Death1 November 2002 (aged 79 years)
Star signGemini
Politics:Indian National Congress
Positions Held
Member of the First Odisha Legislative Assembly(1952—1957)
The details

Biography

ମାଧବ ଚନ୍ଦ୍ର ରାଉତରାୟ (୬ ଜୁନ ୧୯୨୩ - ୧୧ ଜାନୁଆରୀ ୨୦୦୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମାଧବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୋର୍ଦ୍ଧା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ମାଧବ ଚନ୍ଦ୍ର ରାଉତରାୟ ୧୯୨୩ ମସିହାର ଜୁନ ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ।

ରାଜନୈତିକ ଜୀବନ

ମାଧବ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ମାଧବ ଚନ୍ଦ୍ର ରାଉତରାୟ ୨୦୦୨ ମସିହାର ଜାନୁଆରୀ ମାସ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article on 08 Nov 2024. The contents are available under the CC BY-SA 4.0 license.