Madkani Guru
Indian politician from Odisha
Intro | Indian politician from Odisha | |
Places | India | |
is | Politician | |
Work field | Politics | |
Gender |
|
ମାଡକାମୀ ଗୁରୁ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମାଡକାମୀ ଗୁରୁ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪,୮୭୧ ଖଣ୍ଡ ଭୋଟ୍ ପାଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗନ୍ନାଥ ବୁରୁଡ଼ଙ୍କୁ ୨,୧୦୮ ଖଣ୍ଡ ଭୋଟ୍ରେ ପରାସ୍ତ କରି ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।