Mahananda Bahadur

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
isPolitician
Work fieldPolitics
Gender
Male
Death1976
Politics:All India Ganatantra Parishad
The details

Biography

ମହାନନ୍ଦ ବାହାଦୁର (ମୃତ୍ୟୁ: ୧୯୭୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବା ଓ ଶିକ୍ଷା

ମହାନନ୍ଦ ବାହାଦୁରଙ୍କ ବାପାଙ୍କ ନାମ ମହେଶ୍ୱର ମହାନନ୍ଦ ଏବଂ ପତ୍ନୀଙ୍କ ନାମ ମୈଦେଇ ମହାନନ୍ଦ।

ରାଜନୈତିକ ଜୀବନ

ମହାନନ୍ଦ ବାହାଦୁର ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ମହାନନ୍ଦ ବାହାଦୁର ୧୯୭୬ ମସିହାରେ ମୃତ୍ୟୁବରଣ କରିଥିଲେ । ୧୫ ସେପ୍ଟେମ୍ବର ୧୯୭୬ରେ ବିଧାନ ସଭା ଗୃହରେ ତାଙ୍କ ପାଇଁ ଶୋକ ପାଳନ କରାଯାଇଥିଲା ।

ଆଧାର

The contents of this page are sourced from Wikipedia article on 25 Nov 2023. The contents are available under the CC BY-SA 4.0 license.