Mayadhar Singh
Indian politician
Intro | Indian politician | |
Places | India | |
is | Politician | |
Work field | Politics | |
Gender |
|
ମାୟାଧର ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ । ମାୟାଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମାୟାଧର ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମାୟାଧର ସିଂହଙ୍କ ବାପାଙ୍କ ନାମ ଗୁହିଗୁମାନ ସିଂହ ଏବଂ ପତ୍ନୀଙ୍କ ନାମ ରମାରାଣୀ ସିଂହ । ମାୟାଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ରୁ କମ ।
ମାୟାଧର ସିଂହ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।