Minakshi Mahanta

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
isPolitician
Work fieldPolitics
Gender
Female
Birth26 November 1983
Age41 years
Star signSagittarius
Politics:Biju Janata Dal
The details

Biography

ମିନାକ୍ଷୀ ମହନ୍ତ (ଜନ୍ମ: ୨୬ ନଭେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ମିନାକ୍ଷୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ମିନାକ୍ଷୀ ମହନ୍ତ ୧୯୮୩ ମସିହାର ନଭେମ୍ବର ମାସ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୁଶୀଲ କୁମାର ମହନ୍ତ ଏବଂ ପତିଙ୍କ ନାମ ଭକ୍ତବନ୍ଧୁ ମହନ୍ତ । ମିନାକ୍ଷୀଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ଇଣ୍ଟରମିଡିଅଟ୍ ।

ରାଜନୈତିକ ଜୀବନ

ମିନାକ୍ଷୀ ମହନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମିନାକ୍ଷୀ ମହନ୍ତ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ଏବେଯାଏଁ କାର୍ଯ୍ୟ କରି ଆସୁଛନ୍ତି ।

ଆଧାର

The contents of this page are sourced from Wikipedia article on 01 Mar 2020. The contents are available under the CC BY-SA 4.0 license.