Mohan Naik
Indian politician
Intro | Indian politician | |
Places | India | |
is | Politician | |
Work field | Politics | |
Gender |
| |
Death | 1979 |
ମୋହନ ନାଏକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଦିଗପହଣ୍ଡି ଓ ଆସିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମୋହନଙ୍କ ବାପାଙ୍କ ନାମ ଚକୋ ନାଏକ ଓ ପତ୍ନୀଙ୍କ ନାମ କିଶୋରୀ ନାଏକ ।
ମୋହନ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଓ ପରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।
ମୋହନ ୧୯୭୯ ମସିହାରେ ମୃତ୍ୟୁବରଣ କରିଥିଲେ ।