Muralidhar Panda

Politician from Odisha, India
The basics

Quick Facts

IntroPolitician from Odisha, India
isPolitician
Work fieldPolitics
Death1982
Politics:All India Ganatantra Parishad
The details

Biography

ମୁରଲୀଧର ପଣ୍ଡା (ମୃତ୍ୟୁ: ୧୯୮୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଭାରତ ସ୍ୱାଧୀନ ହେବା ପରେ ଓଡ଼ିଶାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଟିଟିଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ

ମୁରଲୀଧର ପଣ୍ଡା ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ମୁରଲୀଧର ପଣ୍ଡା ୧୯୮୨ ମସିହାରେ ମୃତ୍ୟୁବରଣ କରିଥିଲେ । ୨୩ ଫେବୃଆରୀ ୧୯୮୨ରେ ତାଙ୍କୁ ଓଡ଼ିଶା ବିଧାନ ସଭା ଗୃହରେ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଥିଲା ।

ଆଧାର

The contents of this page are sourced from Wikipedia article on 16 Nov 2023. The contents are available under the CC BY-SA 4.0 license.