Nabaghan Nayak
Indin politician
Intro | Indin politician | |||
Places | India | |||
is | Politician | |||
Work field | Politics | |||
Gender |
| |||
Religion: | Hinduism | |||
Birth | 3 January 1934 | |||
Age | 91 years | |||
Star sign | Capricorn | |||
Politics: | Orissa Jana Congress | |||
Positions Held |
|
ନବଘନ ନାୟକ (ଜନ୍ମ: ୩ ଜାନୁଆରୀ ୧୯୩୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ନବଘନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ନବଘନ ନାୟକ ୧୯୩୪ ମସିହାର ଜାନୁଆରୀ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିକ୍ରମ ନାଏକ ଓ ପତ୍ନୀଙ୍କ ନାମ ଯୌତୁକ ଦେବୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।
ନବଘନ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।