Narahari Dandapat

Indian politician
The basics

Quick Facts

IntroIndian politician
PlacesIndia
isPolitician
Work fieldPolitics
Gender
Male
Politics:Independent Politician
The details

Biography

ନରହରି ଦଣ୍ଡପାଟ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ସ୍ୱାଧୀନତା ପୂର୍ବରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୪୬ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ)କୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ

ନରହରି ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବରୁ ଓଡ଼ିଶା ବିଧାନ ସଭା ପାଇଁ ନିର୍ବାଚନ ଲଢ଼ିଥିଲେ । ସେ ସ୍ୱାଧୀନତା ପୂର୍ବରୁ ୨ୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

ଆଧାର

The contents of this page are sourced from Wikipedia article on 18 Aug 2023. The contents are available under the CC BY-SA 4.0 license.