Natabar Banchhor

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
isPolitician
Work fieldPolitics
Gender
Male
Death16 October 1987
Politics:Communist Party Of India
The details

Biography

ନଟବର ବଞ୍ଛୋର (ମୃତ୍ୟୁ: ୧୬ ଅକ୍ଟୋବର ୧୯୮୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ନଟବର ବଞ୍ଛୋରଙ୍କ ବାପାଙ୍କ ନାମ ମୋହନ ବଞ୍ଛୋର ଓ ତାଙ୍କ ପତ୍ନୀଙ୍କ ନାମ ସତ୍ୟଭାମା ବଞ୍ଛୋର ।

ରାଜନୈତିକ ଜୀବନ

ନଟବର ବଞ୍ଛୋର ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ନଟବର ବଞ୍ଛୋର ୧୯୮୭ ମସିହାର ଅକ୍ଟୋବର ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 02 Nov 2023. The contents are available under the CC BY-SA 4.0 license.