Nilamani Singh Dandapat

Indian politician
The basics

Quick Facts

IntroIndian politician
PlacesIndia
isPolitician
Work fieldPolitics
Gender
Male
Death1992
Politics:All India Ganatantra Parishad
The details

Biography

ନୀଳମଣି ସିଂହ ଦଣ୍ଡପାଟ (ମୃତ୍ୟୁ: ୧୯୯୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ

ନୀଳମଣି ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ସେ ୧୯୯୨ ମସିହାରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 16 Aug 2023. The contents are available under the CC BY-SA 4.0 license.