Pabitra Mohan Jena
Politician from Odisha, India
Intro | Politician from Odisha, India | |||
Places | India | |||
is | Politician | |||
Work field | Politics | |||
Gender |
| |||
Religion: | Hinduism | |||
Birth | 1942 | |||
Age | 83 years | |||
Politics: | Indian National Congress (R) | |||
Positions Held |
|
ପବିତ୍ର ମୋହନ ଜେନା (ଜନ୍ମ: ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପବିତ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପବିତ୍ର ମୋହନ ଜେନା ୧୯୪୨ ମସିହାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବେଣୁ ଜେନା ଏବଂ ପତ୍ନୀଙ୍କ ନାମ ଇନ୍ଦୁମତି ଜେନା । ପବିତ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।
ପବିତ୍ର ମୋହନ ଜେନା ଓଡ଼ିଶା ରାଜନୀତିରେ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।