Prabhat Kumar Samantaray

Indian politician
The basics

Quick Facts

IntroIndian politician
PlacesIndia
isPolitician
Work fieldPolitics
Gender
Male
Religion:Hinduism
Birth22 April 1950
Age74 years
Star signTaurus
Politics:Biju Janata Dal
The details

Biography

ପ୍ରଭାତ କୁମାର ସାମନ୍ତରାୟ (ଜନ୍ମ: ୨୨ ଅପ୍ରେଲ ୧୯୫୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପ୍ରଭାତ ଓଡ଼ିଶା ବିଧାନ ସଭାରେ ଜଣେ ସାଂସଦ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୯୮ ଓ ୧୯୯୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୩ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ପ୍ରଭାତ କୁମାର ସାମନ୍ତରାୟ ୧୯୫୦ ମସିହାର ଅପ୍ରେଲ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୂର୍ଯ୍ୟମଣି ସାମନ୍ତରାୟ ଏବଂ ପତ୍ନୀଙ୍କ ନାମ ପ୍ରତିଭା ମଞ୍ଜରୀ ମହାନ୍ତି । ପ୍ରଭାତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।

ରାଜନୈତିକ ଜୀବନ

ପ୍ରଭାତ କୁମାର ସାମନ୍ତରାୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ସାଂସଦ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।


ଆଧାର

The contents of this page are sourced from Wikipedia article on 09 Apr 2020. The contents are available under the CC BY-SA 4.0 license.