Rabi Dash

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
isPolitician
Work fieldPolitics
Gender
Male
Birth1 January 1938
Age87 years
Star signCapricorn
Politics:Janata Party
The details

Biography

ରବି ଦାଶ (ଜନ୍ମ: ୧ ଜାନୁଆରୀ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରବି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ରବି ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ରବି ଦାଶ ୧୯୩୮ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କୁଞ୍ଜ ବିହାରୀ ଦାଶ ଏବଂ ତାଙ୍କ ପତ୍ନୀଙ୍କ ନାମ ସୁଧାମଞ୍ଜରୀ ଦାସ । ରବିଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।

ରାଜନୈତିକ ଜୀବନ

ରବି ଦାଶ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।


ଆଧାର

The contents of this page are sourced from Wikipedia article on 04 Jan 2020. The contents are available under the CC BY-SA 4.0 license.