Raghunath Mahapatra

Indian politician
The basics

Quick Facts

IntroIndian politician
PlacesIndia
wasPolitician
Work fieldPolitics
Gender
Male
Religion:Hinduism
Birth23 May 1920
Death21 January 2010 (aged 89 years)
Star signGemini
Politics:Indian National Congress
The details

Biography

ରଘୁନାଥ ମହାପାତ୍ର (୨୩ ମଇ ୧୯୨୦ - ୨୧ ଜାନୁଆରୀ ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଦିଗପହଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ ପରିବାର ଓ ଶିକ୍ଷା

ରଘୁନାଥ ୧୯୨୦ ମସିହାର ମଇ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନାରାୟଣ ମହାପାତ୍ର ଓ ପତ୍ନୀଙ୍କ ନାମ ନଳିନୀକୁମାରୀ ଦେବୀ ।

ରାଜନୈତିକ ଜୀବନ

ରଘୁନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ରଘୁନାଥ ୨୦୧୦ ମସିହାର ଜାନୁଆରୀ ୨୧ ତାରିଖରେ ୮୯ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 31 Aug 2023. The contents are available under the CC BY-SA 4.0 license.