Rama Chandra Mishra
Indian Odia-language writer
Intro | Indian Odia-language writer | |
Places | India | |
is | Politician Author | |
Work field | Literature Politics | |
Gender |
| |
Religion: | Hinduism | |
Politics: | Independent Politician |
ରାମଚନ୍ଦ୍ର ମିଶ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାମଚନ୍ଦ୍ର ଓଡ଼ିଶା ରାଜନୀତିରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ରାମଚନ୍ଦ୍ର ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ସମୁଦାୟ ୧୧୬୪୮ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ରହିଥିଲେ ଏବଂ ଦଣ୍ଡାପଣି ଦାସଙ୍କ ସହ ଯୁଗ୍ମ ଭାବରେ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।