Ramseshaiah N.

Indian politician from Odisha
The basics

Quick Facts

IntroIndian politician from Odisha
PlacesIndia
wasPolitician
Work fieldPolitics
Gender
Male
Birth29 October 1897
Death31 May 1969 (aged 71 years)
Star signScorpio
The details

Biography

ଏନ. ରାମଶସେୟା (୨୯ ଅକ୍ଟୋବର ୧୮୯୭ - ୩୧ ମଇ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ଏନ. ରାମଶସେୟା ୧୮୯୭ ମସିହାର ଅକ୍ଟୋବର ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଉଦ୍ଦାନନ୍ଦ ରମୈୟା ଓ ପତ୍ନୀଙ୍କ ନାମ ପୁନ୍ନମ୍ମା ଦେବୀ ।

ରାଜନୈତିକ ଜୀବନ

ଏନ. ରାମଶସେୟା ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ଏନ. ରାମଶସେୟା ୧୯୬୯ ମସିହାର ମଇ ୨୯ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article on 22 Dec 2023. The contents are available under the CC BY-SA 4.0 license.