Sailabhama Mahapatra

Playback singer from Odisha, India
The basics

Quick Facts

IntroPlayback singer from Odisha, India
PlacesIndia
isSinger
Work fieldMusic
Gender
Female
The details

Biography

ଶୈଳଭାମା ମହାପାତ୍ର , ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ଚଳଚ୍ଚିତ୍ର, ବେତାର, ଦୂରଦର୍ଶନ ଓ ଆଲବମରେ ସେ କଣ୍ଠଦାନ କରିଛନ୍ତି । ସର୍ବମୋଟ ୧୯୦୦୦ରୁ ଅଧିକ ଗୀତରେ ସେ କଣ୍ଠଦାନ କରିଛନ୍ତି, ସେଥିମଧ୍ୟରୁ ପ୍ରାୟ ୩୫୭ଟି ଗୀତ ସେ ଚଳଚ୍ଚିତ୍ର ପାଇଁ ଗାଇଛନ୍ତି । ସେ ଆକାଶବାଣୀ ଓ ଦୂରଦର୍ଶନର ଗ୍ରେଡ଼-ଏ କଳାକାର ।

ବ୍ୟକ୍ତିଗତ ଜୀବନ

ଶୈଳଭାମାଙ୍କ ପିତାଙ୍କ ନାମ ଜଗତବନ୍ଧୁ ମହାପାତ୍ର ଓ ମାତାଙ୍କ ନାମ ହରପ୍ରିୟା ମହାପାତ୍ର । ମା ଓ ବଡ଼ ଭଉଣୀଙ୍କ ପ୍ରେରଣାରେ ଗୀତ ଗାଇବା ଆରମ୍ଭ କରିଥିଲେ । ୧୯୮୩ ମସିହାରୁ ସେ ଆକାଶବାଣୀ ଓ ଦୂରଦର୍ଶନରେ ଶିଶୁ କଳାକାର ଭାବରେ କାର୍ଯ୍ୟାରମ୍ଭ କରିଥିଲେ । ଏକ ସଙ୍ଗୀତ ରେକଡିଂ ସମୟରେ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆ ତାଙ୍କୁ ଶୁଣି ଚଳଚ୍ଚିତ୍ର ମା' ଯାହାର ସାହାରେ ଗୀତ ଗାଇବାର ପ୍ରଥମ ସୁଯୋଗ ଦେଇଥିଲେ ।

ସମ୍ମାନ ଓ ପୁରସ୍କାର

  • ଧନେଶ୍ୱର ରଥ ସ୍ମୃତି ସମ୍ମାନ - ୨୦୧୯

ଆଧାର

The contents of this page are sourced from Wikipedia article on 04 Oct 2023. The contents are available under the CC BY-SA 4.0 license.