Sanyasi Charan Pidika
Politician from Odisha, India
Intro | Politician from Odisha, India | |
Places | India | |
was | Politician | |
Work field | Politics | |
Gender |
| |
Birth | 5 May 1933 | |
Death | 5 March 1996 (aged 62 years) | |
Star sign | Taurus |
ସନ୍ୟାସୀ ଚରଣ ପିଦିକା (୫ ମଇ ୧୯୩୩ - ୫ ମାର୍ଚ୍ଚ ୧୯୯୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ସ୍ୱାଧୀନ ଭାରତରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୁଣୁପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସନ୍ୟାସୀ ଚରଣ ପିଦିକା ୧୯୩୩ ମସିହାର ମାର୍ଚ୍ଚ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପୁଞ୍ଜୁରୀ ବିଶି ମାଝୀ ପିଦିକା ଓ ପତ୍ନୀଙ୍କ ନାମ ଅମି ପିଦିକା
ସନ୍ୟାସୀ ଚରଣ ପିଦିକା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ସନ୍ୟାସୀ ଚରଣ ପିଦିକା ୧୯୯୬ ମସିହାର ମାର୍ଚ୍ଚ ୫ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା ।