Sarat Chandra Mishra
Politician from Odisha, India
Intro | Politician from Odisha, India | |||
Places | India | |||
is | Politician | |||
Work field | Politics | |||
Gender |
| |||
Birth | 12 February 1951 | |||
Age | 73 years | |||
Star sign | Aquarius | |||
Politics: | Janata Dal | |||
Positions Held |
|
ଶରତ ଚନ୍ଦ୍ର ମିଶ୍ର (ଜନ୍ମ: ୧୨ ଫେବୃଆରୀ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଶରତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ତଥା ଥରେ ବିରୋଧୀ ଦଳର ନେତା ଭାବରେ କାର୍ଯ୍ୟ କରିଥିଲେ ।
ଶରତ ଚନ୍ଦ୍ର ମିଶ୍ର ୧୯୫୧ ମସିହାର ଫେବୃଆରୀ ମାସ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଲୋକନାଥ ମିଶ୍ର ଏବଂ ପତ୍ନୀଙ୍କ ନାମ ଜୟଶ୍ରୀ ମିଶ୍ର । ତାଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।
ଶରତ ଓଡ଼ିଶା ରାଜନୀତିରେ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।