Sundar Mohan Majhi

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
isPolitician
Work fieldPolitics
Gender
Male
Birth1 July 1942
Age82 years
Star signCancer
Politics:Indian National Congress
The details

Biography

ସୁନ୍ଦର ମୋହନ ମାଝି (ଜନ୍ମ: ୧ ଜୁଲାଇ ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସୁନ୍ଦର ମୋହନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ସୁନ୍ଦର ମୋହନ ମାଝି ୧୯୪୨ ମସିହାର ଜୁଲାଇ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଧାମୋହନ ଟୁଡୁ ଏବଂ ତାଙ୍କ ପତ୍ନୀଙ୍କ ନାମ ଯମୁନା ଟୁଡୁ । ସୁନ୍ଦର ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।

ରାଜନୈତିକ ଜୀବନ

ସୁନ୍ଦର ମୋହନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ଆଧାର

The contents of this page are sourced from Wikipedia article on 04 Jan 2020. The contents are available under the CC BY-SA 4.0 license.