Upendra Mohanty

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
wasPolitician
Work fieldPolitics
Gender
Male
Birth10 July 1924
Death5 August 2009 (aged 85 years)
Star signCancer
Politics:Indian National Congress Orissa Jana Congress
The details

Biography

ଉପେନ୍ଦ୍ର ମହାନ୍ତି (୧୦ ଜୁଲାଇ ୧୯୨୪ - ୫ ଅଗଷ୍ଟ ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ଉପେନ୍ଦ୍ର ମହାନ୍ତି ୧୯୨୪ ମସିହାର ଜୁଲାଇ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରଭାକର ମହାନ୍ତି ଓ ପତ୍ନୀଙ୍କ ନାମ ସ୍ୱର୍ଣ୍ଣଲତା ମହାନ୍ତି ।

ରାଜନୈତିକ ଜୀବନ

ଉପେନ୍ଦ୍ର ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜାତୀୟ କଂଗ୍ରେସରେ ଏବଂ ପରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ଉପେନ୍ଦ୍ର ୨୦୦୯ ମସିହାର ଅଗଷ୍ଟ ୫ ତାରିଖରେ ୮୫ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 23 Sep 2023. The contents are available under the CC BY-SA 4.0 license.