V. Sitaramaya

Indian politician
The basics

Quick Facts

IntroIndian politician
PlacesIndia
isPolitician
Work fieldPolitics
Gender
Female
Death5 February 1989
Politics:Independent Politician
The details

Biography

ଭି. ସୀତାରାମୟା (ମୃତ୍ୟୁ: ୫ ଫେବୃଆରୀ ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞା ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ

ସୀତାରାମୟା ନିର୍ଦ୍ଦଳୀୟ ରାଜନୀତିଜ୍ଞା ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ସୀତାରାମୟା ୧୯୮୯ ମସିହାର ଫେବୃଆରୀ ମାସ ୫ ତାରିଖରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article on 23 Aug 2023. The contents are available under the CC BY-SA 4.0 license.