peoplepill id: bhikari-ghasi
BG
India
3 views today
4 views this week
Bhikari Ghasi
Indian politician

Bhikari Ghasi

The basics

Quick Facts

Intro
Indian politician
Places
Work field
Gender
Male
Religion(s):
Age
115 years
Positions
Member of the First Odisha Legislative Assembly
(1952-1957)
Member of the Second Odisha Legislative Assembly
(1957-1961)
The details (from wikipedia)

Biography

ଭିକାରୀ ଘାସି (ଜନ୍ମ: ୧ ଜାନୁଆରୀ ୧୯୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ସମ୍ବଲପୁର-ରେଢ଼ାଖୋଲ ଯୁଗ୍ମ ଓ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ଭିକାରୀ ୧୯୧୦ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସବା ସୁନା ଓ ପତ୍ନୀଙ୍କ ନାମ ଅନୁପମା ସୁନା । ତାଙ୍କ ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।

ରାଜନୈତିକ ଜୀବନ

ଭିକାରୀ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।

ଭିକାରୀ ୧୯୫୨ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସମ୍ବଲପୁର-ରେଢ଼ାଖୋଲ ଯୁଗ୍ମ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ଶ୍ରଦ୍ଧାକର ସୁପକାରଙ୍କ ସହ ବିଜୟୀ ହୋଇ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୫୨ ମସିହାରୁ ୧୯୫୭ ଯାଏଁ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Bhikari Ghasi is in following lists
comments so far.
Comments
From our partners
Sponsored
Credits
References and sources
Bhikari Ghasi
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes