peoplepill id: bhikhari-suna
Indian politician
Bhikhari Suna
The basics
Quick Facts
Intro
Indian politician
Places
Work field
Gender
Male
Politics:
Positions
Member of the Fourth Odisha Legislative Assembly
(1967-1971)
The details (from wikipedia)
Biography
ଭିକାରୀ ସୁନା (ମୃତ୍ୟ: ୧୨ ସେପ୍ଟେମ୍ବର ୧୯୭୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ଭିକାରୀ ସୁନାଙ୍କ ବାପାଙ୍କ ନାମ ଲବ ସୁନା ଓ ପତ୍ନୀଙ୍କ ନାମ ଅନ୍ନପୂର୍ଣ୍ଣା ସୁନା । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।
ରାଜନୈତିକ ଜୀବନ
ଭିକାରୀ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଭିକାରୀ ସୁନା ୧୯୭୯ ମସିହାର ସେପ୍ଟେମ୍ବର ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।
ଆଧାର
The contents of this page are sourced from Wikipedia article.
The contents are available under the CC BY-SA 4.0 license.
Lists
Bhikhari Suna is in following lists
By field of work
By work and/or country
comments so far.
Comments
Credits
References and sources
Bhikhari Suna