peoplepill id: bidyadhar-naik
BN
India
3 views today
3 views this week
Bidyadhar Naik
Indian politician

Bidyadhar Naik

The basics

Quick Facts

The details (from wikipedia)

Biography

ବିଦ୍ୟାଧର ନାଏକ (୨୦ ସେପ୍ଟେମ୍ବର ୧୯୨୦ - ୨୩ ଅପ୍ରେଲ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ବିଦ୍ୟାଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ମ୍ବା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ବିଦ୍ୟାଧର ନାଏକ ୧୯୨୦ ମସିହାର ସେପ୍ଟେମ୍ବର ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହାତୀ ରାଉତରାୟ । ବିଦ୍ୟାଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ।

ରାଜନୈତିକ ଜୀବନ

ବିଦ୍ୟାଧର ନାଏକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ବିଦ୍ୟାଧର ମାନସିଂହ ୨୦୦୭ ମସିହାର ଅପ୍ରେଲ ମାସ ୨୩ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Bidyadhar Naik is in following lists
comments so far.
Comments
From our partners
Sponsored
Credits
References and sources
Bidyadhar Naik
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes