peoplepill id: chittaranjan-naik
Indian politician
Chittaranjan Naik
The basics
Quick Facts
Intro
Indian politician
Places
Work field
Gender
Male
Religion(s):
Politics:
The details (from wikipedia)
Biography
ଚିତ୍ତରଞ୍ଜନ ନାଏକ (ମୃତ୍ୟୁ: ୩୦ ମଇ ୧୯୮୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଚିତ୍ତରଞ୍ଜନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବାପ୍ରଥମ ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାଜନୈତିକ ଜୀବନ
ଚିତ୍ତରଞ୍ଜନ ନାଏକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଚିତ୍ତରଞ୍ଜନ ନାଏକ ୧୯୮୮ ମସିହାର ମଇ ମାସ ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ । ୧୯୮୮ ମସିହାର ସେପ୍ଟେମ୍ବର ମାସ ୨୮ ତାରିଖରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।
ଆଧାର
The contents of this page are sourced from Wikipedia article.
The contents are available under the CC BY-SA 4.0 license.
Lists
Chittaranjan Naik is in following lists
By field of work
By work and/or country
comments so far.
Comments
Credits
References and sources
Chittaranjan Naik