peoplepill id: himirika-raghunath
HR
India
5 views today
5 views this week
Himirika Raghunath
Indian politician from Odisha

Himirika Raghunath

The basics

Quick Facts

The details (from wikipedia)

Biography

ହିମିରିକା ରଘୁନାଥ (୧ ଫେବୃଆରୀ ୧୯୪୦ - ୨୧ ନଭେମ୍ବର ୧୯୮୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାୟଗଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ହିମିରିକା ରଘୁନାଥ ୧୯୪୦ ମସିହାର ଫେବୃଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହିମିରିକା ଗୁରିଆ ଓ ପତ୍ନୀଙ୍କ ନାମ ହିମିରିକା ଅରାଲୁ ।

ରାଜନୈତିକ ଜୀବନ

ହିମିରିକା ରଘୁନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ହିମିରିକା ରଘୁନାଥ ୧୯୮୪ ମସିହାର ନଭେମ୍ବର ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୪୪ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Himirika Raghunath is in following lists
comments so far.
Comments
From our partners
Sponsored
Credits
References and sources
Himirika Raghunath
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes