peoplepill id: kamala-2
Indian poet
Kamala
The basics
Quick Facts
The details (from wikipedia)
Biography
କମଳା ପୁରାତନ ଓଡ଼ିଶାର ଜଣେ ନାରୀ କବି ଥିଲେ । ତାଙ୍କଦ୍ୱାରା ଲିଖିତ ମାତ୍ର ପାଞ୍ଚଗୋଟି ଭକ୍ତିରସାତ୍ମକ କବିତା ମିଳିଛି । ଏହି କବିତା ମଧ୍ୟରୁ ତିନିଗୋଟିରେ ବୈରାଗ୍ୟର ପ୍ରବଣ ସ୍ୱର ରହିଛି । ଭାଷାର ପ୍ରାଚୀନତା ଦୃଷ୍ଟିରୁ ତାଙ୍କୁ କେବଳ ପ୍ରାଚୀନ କବି କହିବା ଛଡ଼ା ତାଙ୍କ ନିର୍ଦ୍ଦିଷ୍ଟ ସମୟ ନିର୍ଦ୍ଧାରଣ ହୋଇପାରିନାହିଁ ।
ଆଧାର
- ↑ ଡଃ ନଗେନ୍ଦ୍ରନାଥ ପ୍ରଧାନ - ପ୍ରାଚୀନ ଓଡ଼ିଆ ସାହିତ୍ୟରେ ନିର୍ଗୁଣଧାରା, ଧର୍ମଗ୍ରନ୍ଥ ଷ୍ଟୋର, କଟକ ।
The contents of this page are sourced from Wikipedia article.
The contents are available under the CC BY-SA 4.0 license.
Lists
Kamala is in following lists
In lists
By field of work
By work and/or country
comments so far.
Comments
Kamala