peoplepill id: kanhai-singh
India politician
Kanhai Singh
The basics
Quick Facts
Intro
India politician
A.K.A.
Kanhei Singh
Places
was
Work field
Gender
Male
Religion(s):
Star sign
Age
75 years
Politics:
Positions
Member of the Fourth Odisha Legislative Assembly
(1967-1971)
The details (from wikipedia)
Biography
କହ୍ନେଇ ସିଂହ (୨ ନଭେମ୍ବର ୧୯୩୮ - ୬ ଅପ୍ରେଲ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କହ୍ନେଇ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କୁଚିଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
କହ୍ନେଇ ୧୯୩୮ ମସିହାର ନଭେମ୍ବର ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାଳମୁକୁନ୍ଦ ସିଂହ ଓ ପତ୍ନୀଙ୍କ ନାମ ମଲ୍ଲିକା ସିଂହ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବିଏ ବିଏଡ୍ ।
ରାଜନୈତିକ ଜୀବନ
କହ୍ନେଇ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଜଗତେଶ୍ୱର ମିର୍ଦ୍ଧା ୨୦୧୪ ମସିହାର ଅପ୍ରେଲ ୬ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା ।
ଆଧାର
The contents of this page are sourced from Wikipedia article.
The contents are available under the CC BY-SA 4.0 license.
Lists
Kanhai Singh is in following lists
comments so far.
Comments
Credits
References and sources
Kanhai Singh