peoplepill id: lakshman-mahapatra
Politician from Odisha, India
Lakshman Mahapatra
The basics
Quick Facts
Intro
Politician from Odisha, India
Places
Work field
Gender
Male
Star sign
Age
101 years
Politics:
The details (from wikipedia)
Biography
ଲକ୍ଷ୍ମଣ ମହାପାତ୍ର (୭ ଜୁନ ୧୯୨୩ - ୨୦ ଅଗଷ୍ଟ ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ ଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ, ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ ପରିବାର ଓ ଶିକ୍ଷା
ଲକ୍ଷ୍ମଣ ୧୯୨୩ ମସିହାର ଜୁନ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୋରୋଜୋ ମହାପାତ୍ର ଓ ପତ୍ନୀଙ୍କ ନାମ ରତ୍ନମଣି ମହାପାତ୍ର ।
ରାଜନୈତିକ ଜୀବନ
ଲକ୍ଷ୍ମଣ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ ଥର କାର୍ଯ୍ୟ କରିଥିଲେ ।
ବିଧାନ ସଭା ସଭ୍ୟ ବିବରଣୀ
ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | ଛତ୍ରପୁର | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ଛତ୍ରପୁର | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ଛତ୍ରପୁର | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ମୃତ୍ୟୁ
୧୯୮୩ ମସିହାର ଅଗଷ୍ଟ ୨୦ ତାରିଖରେ ୬୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ସେ ।
ଆଧାର
The contents of this page are sourced from Wikipedia article.
The contents are available under the CC BY-SA 4.0 license.
Lists
Lakshman Mahapatra is in following lists
By work and/or country
comments so far.
Comments
Credits
References and sources
Lakshman Mahapatra