peoplepill id: nalini-chandra-bhanj-deo
Politician from Odisha, India
Nalini Chandra Bhanj Deo
The basics
Quick Facts
Intro
Politician from Odisha, India
Places
Work field
Gender
Male
Politics:
The details (from wikipedia)
Biography
ନଳିନୀ ଚନ୍ଦ୍ର ଭଞ୍ଜ ଦେଓ (ମୃତ୍ୟୁ: ୧୪ ନଭେମ୍ବର ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ନଳିନୀ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
ନଳିନୀଙ୍କ ବାପାଙ୍କ ନାମ ଗିରିଶ ଚନ୍ଦ୍ର ଭଞ୍ଜଦେଓ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ଅକ୍ଷୟ କୁମାରୀ ଦେବୀ ।
ରାଜନୈତିକ ଜୀବନ
ନଳିନୀ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ଆଧାର
The contents of this page are sourced from Wikipedia article.
The contents are available under the CC BY-SA 4.0 license.
Lists
Nalini Chandra Bhanj Deo is in following lists
By field of work
By work and/or country
comments so far.
Comments
Credits
References and sources
Nalini Chandra Bhanj Deo